ASTROLOGY

ଆଜି କିପରି ବିତିବ ଆପଣଙ୍କ ଦିନ (୧୨ା୧ା୨୦୧୯ ଶନିବାର)

ମେଷ –ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
ବୃଷ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
ମିଥୁନ- ଶୁଭଚନ୍ଦ୍ର ଚଳନ ଫଳରେ ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
କର୍କଟ -ଅଶୁଭଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
ସିହଂ – ଶୁଭଚନ୍ଦ୍ର ଚଳନ ଫଳରେ ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
କନ୍ୟା -ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
ତୁଳା – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ବିଛା – ଅଶୁଭଚନ୍ଦ୍ର ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
ଧନୁ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
ମକର – ଶୁଭଚନ୍ଦ୍ର ପ୍ରଭାବରେ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିିବ, କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ଡାକ୍ତର ଓ ଓøଷଧ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଅଧିକ ଶୁଭଫଳ ଅନୁଭବ କରିବେ ।
କୁମ୍ଭ – ଶୁଭ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପରାହତ ହେବେ ଓ ବ୍ୟବସାୟରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ଫଳରେ ମାନସିକ ତୃପ୍ତି ବଢିବ ।
ମୀନ – ଶୁଭଚନ୍ଦ୍ର ଚଳନ ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Show More

Leave a Reply

Your email address will not be published. Required fields are marked *

Related Articles