ODISHATOP STORIES

ପିଏମ୍ କିଷାନ୍ ଯୋଜନାକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର, ୧୧ା୨ (ଓଡ଼ିଶା ଭାସ୍କର): ପ୍ରଧାନମନ୍ତ୍ରୀ କିଷାନ୍ ଯୋଜନା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ଗରିବ ତଥା ଭୂମୀହିନ କୃଷକଙ୍କୁ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି । ଏହାସହ ପ୍ରଧାନମନ୍ତ୍ରୀ କିଷାନ୍ ଯୋଜନାକୁ ନବୀନ ମଧ୍ୟ ସ୍ୱାଗତ କରିଛନ୍ତି । ଚିଠିରେ ମୁଖ୍ୟମନ୍ତ୍ରୀ ଭାଗଚାଷୀଙ୍କୁ ଗୁରୁତ୍ୱ ଦିଆଯିବା ଦିଗରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Close