NATIONALNATIONAL NEWSNEWSODISHAPOLITICSTOP STORIES

ଶେଷରେ ପଦ୍ମ ଧରିଲେ ଦାମ

ନୂଆଦିଲ୍ଲୀ, ୧୪/୩ : ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ପୋଖରୀରେ ଲମ୍ଫ ପ୍ରଦାନ କରିଛନ୍ତି ବରିଷ୍ଠ ନେତା ତଥା ପାରାଦ୍ୱୀପର ବିଧାୟକ ଦାମୋଦର ରାଉତ । ଦିଲ୍ଲୀ ଠାରେ ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟରେ ଆୟୋଜିତ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଦାମ ବିଧିବଦ୍ଧ ଭାବେ ବିଜେପି ଦଳରେ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ପ୍ରଭାରୀ ଅରୁଣ ସିଂହ, ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା ପ୍ରବକ୍ତା ବୈଜୟନ୍ତ ପଣ୍ଡା, ରାଜ୍ୟ ନେତା କନକ ବର୍ଦ୍ଧନ ସିଂଦେଓ ପ୍ରମୁଖଙ୍କ ଉପସ୍ଥିତିରେ ଦାମୋଦର ବିଜେପି ଦଳରେ ସାମିଲ ହୋଇଛନ୍ତି । ଏହା ପରେ ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ସାହାଙ୍କ ପାଖକୁ ଯାଇ ସେଠାରେ ତାଙ୍କୁ ଭେଟିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *