fbpx

ରଜରେ କିପରି କଟିବ ଦିନ? ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶିଫଳ ( ୧୪।୦୬।୨୦୨୦, ରବିବାର)

ମେଷ- ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

ବୃଷ- ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

ମିଥୁନ- ଆଜି ଆପଣଙ୍କୁ ଏହା ଜାଣି ବହୁତ ଖରାପ ଅନୁଭବ ହେବଯେ ଯାହାକୁ ଆପଣ ନିଜ ସାଙ୍ଗ ଭାବୁଛନ୍ତି ସେ ଆପଣଙ୍କ ପିଠି ପଛରେ ଆପଣଙ୍କର ଖରାପ କରୁଛନ୍ତି ।

କର୍କଟ- ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ୨ସ୍ପର୍ଶ କରିବ ।

ସିଂହ- ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।

କନ୍ୟା- ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ ।

ମକର- ଆଜି ଆପଣ ନିଜକୁ ଠିକ ଭାବେ ବୁଝି ପାରିବେ । ଆଜି ଆପଣ ନିଜର ବ୍ୟକ୍ତିତ୍ତ୍ୱକୁ ଭଲ ଭାବେ ବୁଝିବାକୁ ଚେଷ୍ଟା କରିବେ । ଏହି ସମୟ ଆପଣଙ୍କ ପାଇଁ ଶୁଭ ଅଟେ ।

ବିଛା- ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

ଧନୁ- ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚିତ୍ ।

ମକର- ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।

କୁମ୍ଭ- ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଜରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ମୀନ- ଆଜି ଆପଣ କୌଣସି ନୂଆ କାମ କରିବାରେ ମନ ଦେବେ ।ଏହି କାମ ଚେ଼ସ ଖେଳ ଠାରୁ ନେଇ ଆକାଶରେ ଉଡ଼ିବା ପର୍ଯ୍ୟନ୍ତ ହୋଇପାରେ । ଏହି ସମୟ ନିଜ ଜୀବନ ଶୈଳିରେ ପରିବର୍ତ୍ତନ ଆଣିବାର ଏବଂ କିଛି ମଜ୍ଜା କରିବାର ଅଟେ ।

Get real time updates directly on you device, subscribe now.