NEWSODISHATOP STORIES

ବିପର୍ଯ୍ୟୟ ପ୍ରଶମନ ନେଇ ଅନ୍ତର୍ଜାତୀୟ କେନ୍ଦ୍ର ପ୍ରତିଷ୍ଠା ପାଇଁ ଜାତିସଙ୍ଘକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର, ୧୫ା୫(ଓଡ଼ିଶା ଭାସ୍କର): ବିପର୍ଯ୍ୟୟ ପ୍ରଶମନ ନେଇ ଅନ୍ତର୍ଜାତୀୟ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ଭୁବନେଶ୍ୱରରେ ଏହି କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି । ଏନେଇ ଜାତିସଙ୍ଘ ନିକଟରେ ପ୍ରସ୍ତାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଜାତିସଙ୍ଘ, ବିଶ୍ୱବ୍ୟାଙ୍କ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା କରିଛନ୍ତି ନବୀନ । ଏସିଆନ ଡ଼େଭଲପମେଣ୍ଟ ବ୍ୟାଙ୍କ ଅଧିକାରୀଙ୍କ ସହ ମଧ୍ୟ କଥା ହୋଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *