fbpx

କାର-ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ, ୩ମୃତ ଓ ୩ଗୁରୁତର

ସୁବର୍ଣ୍ଣପୁର, ୩୦ା୬(ଓଡ଼ିଶା ଭାସ୍କର): ସୁବର୍ଣ୍ଣପୁର-ବଲାଙ୍ଗିର ଏନଏଚ-୫୭ରେ ତରଭା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଖାରି ନିକଟ ସୁକତେଲ ପୋଲ ନିକଟରେ କାର ଓ ପିକଅପ ଭ୍ୟାନ ମଧ୍ୟରେ ଧକ୍କା ହୋଇଛି । ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ୩ଜଣ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି । ମୃତକମାନେ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି । ଆହତ ହୋଇଥିବା ୩ଜଣ ଗୁରତରଙ୍କୁ ବଲାଙ୍ଗିର ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।

Get real time updates directly on you device, subscribe now.