BREAKING NEWSNATIONALNEWSTOP STORIES

୨ ISIS ଆତଙ୍କବାଦୀ ନିପାତ

ଜମ୍ମୁ କଶ୍ମୀର,୧୧/୦୬ : ଜମ୍ମୁ କଶ୍ମୀରର ସୋପିଆନ ଅଞ୍ଚଳରେ ପୁଣି ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଫଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ISIS ଆତଙ୍କବାଦୀ ନିହତ ହୋଇଛନ୍ତି । କୁଲଗାଓଁ ଓ ଅବନୀରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ISIS ଆତଙ୍କବାଦୀ ଟଳିପଡିଥିବା ସୂଚନା ମିଳିଛି । ବର୍ତ୍ତମାନ ସେଠାରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି ।

Show More

Leave a Reply

Your email address will not be published. Required fields are marked *

Related Articles