BLOGTOP STORIES

୪ ଏପ୍ରିଲ, ବୁଧବାର: ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ: ସୁସ୍ଥ ରହିବେ। ଆର୍ଥିକ ସ୍ଥିତି ମଜଭୁତ ହେବ ।ପାରିବାରିକ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଅନୁକୂଳ।

ବୃଷ:  କୌଣସି ଲକ୍ଷ୍ୟକୁ ନେଇ ଉତ୍ସାହିତ ହେବେ । ବ୍ୟବସାୟ ଯୋଜନାରେ ପରିବର୍ତ୍ତନ ଆଣି ଯଥେଷ୍ଟ ଲାଭ ପାଇବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ମିଳିବା ହେତୁ ଖୁସି ରହିବେ।

ମିଥୁନ: ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି ।

କର୍କଟ:  ଆକସ୍ମିକ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ ।

ସିଂହ: ଆଜି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଦିନ ।  ପରିବାରରେ କୌଣସି ନୂଆ ଦାୟିତ୍ଵ ମିଳିପାରେ । ସମାଜରେ ସମ୍ମାନ ଓ ପ୍ରତିଷ୍ଠା ବଢିବ ।ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ।

କନ୍ୟା: ଆଜି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭ ଦିନ । ମହିଳାମାନେ ପ୍ରେମ ପାଇବାର ଭଲ ଦିନଟିଏ।ମନ ପ୍ରସନ୍ନ ରହିବ।

ତୁଳା: ଆଜି ସୁଖ ଓ ସୌଭାଗ୍ୟ ବୃଦ୍ଧି ହେବ ।ଜୀବନସାଥୀଙ୍କ ସହଯୋଗ ମିଳିବ । ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଭଲ ।

ବିଛା:  ମନ ପ୍ରସନ୍ନ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନଲାଭ ହେବାର ସୂଚନା ମିଳୁଛି। ଅଚାନକ ଆର୍ଥିକ ଲାଭର ସୁଯୋଗ ରହିଛି ।

ଧନୁ:  ଆର୍ଥିକ ସ୍ଥିତି ମଜଭୁତ ହେବ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଖୁସି ପାଇବେ। ବ୍ୟବସାୟରେ ଆର୍ଥିକ ଲାଭ ବୃଦ୍ଧି ହେବ । ମାନସିକ ସ୍ତରରେ ଖୁସି ରହିବେ ।

ମକର: ବ୍ୟବସାୟରେ ଲାଭ ହେବ । ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ଜୀବନସାଥୀଙ୍କ ଠାରୁ ମୂଲ୍ୟବାନ ଉପହାର ମିଳିପାରେ । ସନ୍ତାନଙ୍କ ତରଫରୁ ଭଲ ଖବର ପାଇବେ।

କୁମ୍ଭ: ଚଞ୍ଚଳ ସ୍ୱଭାବର ହେବେ।  ପାରିବାରିକ ଶାନ୍ତି ଓ ସୌହାର୍ଦ୍ଦ୍ୟ ବୃଦ୍ଧି ହେବ ।ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।  ଜୀବନସାଥୀଙ୍କ ଠାରୁ ଖୁସି ପାଇବେ ।

ମୀନ: ଆଜି ଆପଣ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବା ଯୋଗୁଁ ଅନେକ କାର୍ଯ୍ୟ ଖୁସିରେ ସମାପ୍ତ କରିବେ ।ବ୍ୟବସାୟରୁ ମନ ଚାହୁଁଥିବା ସଫଳତା ଓ ଲାଭ ପାଇବେ ।

Show More

Related Articles

Leave a Reply

Your email address will not be published. Required fields are marked *

Close