fbpx

ବ୍ରହ୍ମପୁରରୁ ବସ୍ ଚଳାଚଳ ବନ୍ଦ

ବ୍ରହ୍ମପୁର,୨୬ ।୧୧(ଓଡିଶା ଭାସ୍କର): ବ୍ରହ୍ମପୁରରୁ ସମସ୍ତ ଘରୋଇ ବସ୍ ଚଳାଚଳ ବନ୍ଦ ହୋଇଛି । ମରାମତି ଓ ନବୀକରଣ ପାଇଁ ସିଟି ବସଷ୍ଟାଣ୍ଡକୁ ୨ ମାସ ପର୍ଯ୍ୟନ୍ତ ବନ୍ଦ ରଖିଲା ପ୍ରଶାସନ । ମରାମତି ଶେଷ ପର୍ଯ୍ୟନ୍ତ ହଳଦିଆପଦରରୁ ବସ୍ ଚଳାଚଳ ପାଇଁ ବ୍ୟବସ୍ଥା ହୋଇଛି । କିନ୍ତୁ ହଳଦିଆପଦରକୁ ବସ୍ ନେବାକୁ ପ୍ରଶାସନର ନିଷ୍ପତ୍ତିକୁ ବିରୋଧ କରିଛି ଘରୋଇ ମାଲିକ ସଂଘ ।

ଅନ୍ୟପଟେ ବସ୍ ଚଳାଚଳ କରୁନଥିବାରୁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Get real time updates directly on you device, subscribe now.