CRIMELOCAL NEWSNEWSODISHA

ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅର କାର୍ ଉପରକୁ ବୋମାମାଡ଼

ଖୋର୍ଦ୍ଧା, (ଆପ୍ର): ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ମିନି ଷ୍ଟାଡିୟମ୍ ନିକଟରେ ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ଋଷଭ ନନ୍ଦଙ୍କ କାର୍ ଉପରକୁ ବୋମାମାଡ଼ ହୋଇଛି । ସେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ବେଳେ ଏହି ଘଟଣା ଘଟିଥିବା ସୂଚନା ମିଳିଛି । ଏହି ବୋମାମାଡ଼ରେ କାହାର କିଛି କ୍ଷତି ହୋଇ ନ ଥିଲେ ମଧ୍ୟ ଗାଡିଟି ଭାଙ୍ଗିରୁଜି ଯାଇଥିବା ସୂଚନା ମିଳିଛି । ଏହି ଆକ୍ରମଣ ପଛରେ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ହାତଥିବା ସାଧାରଣରେ ସନ୍ଦେହ କରାଯାଉଛି ।

Show More

Related Articles

Leave a Reply

Your email address will not be published. Required fields are marked *

Close