fbpx

କାର୍ଯ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷୟତ୍ରୀ

ରାଉରକେଲା, ୨୦ା୨(ଓଡ଼ିଶା ଭାସ୍କର): ରାଉରକେଲା ସ୍ଥିତ ପାନପୋଷ ମ୍ୟୁନିସିପାଲ ହାଇସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ନିଲମ୍ବିତ ହୋଇଥିବା ସୂଚନା ମିଳିଛି । ସେ କାର୍ଯ୍ୟରେ ଅବହେଳା କରିଥିବା ଯୋଗୁଁ ନିଲମ୍ବିତ ହୋଇଛନ୍ତି । ପ୍ରଧାନ ଶିକ୍ଷୟତ୍ରୀ ମାନସ ମୋହିନୀ ବଳଙ୍କୁ ନିଲମ୍ବନ କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ଦଶମ ଶ୍ରେଣୀ ଛାତ୍ରୀଙ୍କ ଫର୍ମ ପୂରଣରେ ଅବହେଳା କରିଥିବାରୁ ଏହିପରି ପଦକ୍ଷେପ ନିଆଯାଇଛି ।

Get real time updates directly on you device, subscribe now.