ASTROLOGY

ଆଜିର ରାଶିଫଳ (୧୦ା୧୧ା୨୦୧୮) (ଶନିବାର)

ମେଷ –ଅଶୁଭଚନ୍ଦ୍ର ଗତିଶୀଳ ହେତୁ ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ, ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

ବୃଷ – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

ମିଥୁନ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

କର୍କଟ – ଶୁଭଚନ୍ଦ୍ର ଚଳନ ଫଳରେ ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

ସିହଂ – ଅଶୁଭଚନ୍ଦ୍ର ପ୍ରଭାବରେ ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

କନ୍ୟା -ଶୁଭଚନ୍ଦ୍ର ଚଳନ ଫଳରେ ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

ତୁଳା – ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

ବିଛା – ଏହି ରାଶିର ଲୋକମାନଙ୍କ ପାଇଁ ଶୁଭଚନ୍ଦ୍ର ପ୍ରଭାବରେ ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

ଧନୁ – ଶୁଭଚନ୍ଦ୍ର ପ୍ରଭାବରେଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ନୁତନ ଯାନ କ୍ରୟ କରିବେ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ମକର – ଶୁଭଚନ୍ଦ୍ର ପ୍ରଭାବରେ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିିବ, କର୍ମକ୍ଷେତ୍ରରେ ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ଡାକ୍ତର ଓ ଓøଷଧ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଅଧିକ ଶୁଭଫଳ ଅନୁଭବ କରିବେ ।

କୁମ୍ଭ – ଶୁଭ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଶତ୍ରୁମାନେ ପରାହତ ହେବେ ଓ ବ୍ୟବସାୟରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ଫଳରେ ମାନସିକ ତୃପ୍ତି ବଢିବ ।

ମୀନ – ଶୁଭଚନ୍ଦ୍ର ଚଳନ ଫଳରେ ଦେହ ମନ ଭଲ ରହିବ, ଆୟ ବୃଦ୍ଧି ହେବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

ଜ୍ୟୋତିର୍ବିଦ୍ ପଣ୍ଡିତ ଶ୍ରୀପତି ଆଚାର୍ଯ୍ୟ
(ଏମ.କମ୍, ଏମ୍.ବି.ଏ) ଭୁବନେଶ୍ୱର
ମୋ: ୯୪୩୮୩୮୯୦୩୯

Show More

Related Articles

Leave a Reply

Your email address will not be published. Required fields are marked *

Close