fbpx

ବଢ଼ିଲା କଣ୍ଟେନମେଣ୍ଟ ଜୋନ୍: ଭୁବନେଶ୍ୱରରେ ଆଉ ୧୦ ମାଇକ୍ରୋ କଣ୍ଟେନମେଣ୍ଟ ଓ ୮ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭୁବନେଶ୍ୱରରେ ୧୦ ଟି ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା । ୮ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା । କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମସି ।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦି କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସେପଟେ ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣକୁ ନବ୍ୟାପିବାକୁ ବିଭିନ୍ନ ସତର୍କତା ମୂଳକ ପଦକ୍ଷେପ ନିଆଯାଉଛି । ଲକଡାଉନ ଭଳି ପରିସ୍ଥିତିକୁ ଏଡ଼ାଇବା ପାଇଁ କଣ୍ଟେନମେଣ୍ଟ ଏବଂ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଉଛି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱରରେ ରବିବାର ୧୦ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।

Get real time updates directly on you device, subscribe now.