ଭୁବନେଶ୍ୱର, ୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୦ ଜୀବନ ନେଇଛି କରୋନା ଭାଇରସ୍ । ମୃତ୍ୟୁ ହୋଇଥିବା ୧୦ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼ ଓ ଗଜପତିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of 10 Covid positive patients while under treatment in hospitals.
1. A 54-year old male of Ganjam district who was also suffering from Diabetes & Hypertension.
2. A 62-year old male of Bhubaneswar.
— H & FW Dept Odisha (@HFWOdisha) August 1, 2020
9. A 40-year old male of Khordha district who was also suffering from uncontrolled Diabetes.
10. A 49-year old male of Gajapati district who was also suffering from Diabetes & Hypertension.
— H & FW Dept Odisha (@HFWOdisha) August 1, 2020