fbpx

ରାଜ୍ୟରେ ଆଜି ୧୦ ଜୀବନ ନେଲା କରୋନା

ଭୁବନେଶ୍ୱର, ୧ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୦ ଜୀବନ ନେଇଛି କରୋନା ଭାଇରସ୍ । ମୃତ୍ୟୁ ହୋଇଥିବା ୧୦ଜଣଙ୍କ ମଧ୍ୟରେ ଗଞ୍ଜାମରୁ ୫, ଖୋର୍ଦ୍ଧାରୁ ୩, ସୁନ୍ଦରଗଡ଼ ଓ ଗଜପତିରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.