fbpx
BSKY SKY
BSKY SKY

ରାଜ୍ୟରେ ବଢୁଛି ମୃତ୍ୟୁ ସଂଖ୍ୟା: ଆଜି ଆଉ ୧୦ ପ୍ରାଣ ନେଲା କରୋନା

BSKY

ଭୁବନେଶ୍ୱର,୩୦ ।୭(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ରେ ପହଞ୍ଚିଛି । ଗଞ୍ଜାମରେ ୪ , ଖୋର୍ଦ୍ଧାରେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରେ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.