fbpx

ଅଗ୍ନିକାଣ୍ଡରେ ଜଳିଗଲା ୧୦ ବଖରା ଘର

ଭଦ୍ରକ, ୧୯ା୩ (ଓଡିଶା ଭାସ୍କର): ଭଦ୍ରକ ଜିଲ୍ଲାରେ ୧୦ ବଖରା ଘର ଜଳିପୋଡ଼ି ପାଉଁଶ ହୋଇଯାଇଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି । ତେବେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ସର୍ଟସର୍କିଟ୍ ଯୋଗୁଁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି ।

Get real time updates directly on you device, subscribe now.