fbpx
BSKY
BJD SHG SKY
BJD YOUTH SKY

ଭୁବନେଶ୍ୱରରୁ ଆଜି ୧୦୦୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୧୦୦୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୧୫୩ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୪ ହଜାର ୯୭୩ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୬୩ ହଜାର ୧୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୧,୪୮୮ ଜଣ ଚିକିତ୍ସିତ ହେଉଥିବା ବେଳେ ୩୩୫ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.