fbpx

ଆଜି ଆଉ ୧୦୧୯ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୯।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୦୨,୭୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.