fbpx

କାଳିଆ ଯୋଜନାରେ ୧,୦୪,୦୭୬ ଅଯୋଗ୍ୟ

ଭୁବନେଶ୍ୱର,୨୪ ।୨(ଓଡିଶା ଭାସ୍କର): ‘କାଳିଆ’ ଯୋଜନାରେ ଅଯୋଗ୍ୟଙ୍କ ତାଲିକା ଦେଇଛନ୍ତି ରାଜ୍ୟ ସରକାର । ଏହି ଯୋଜନାରେ ୧ ଲକ୍ଷ ୪ ହଜାର ୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ଯୋଜନାରେ ୫୬ ଲକ୍ଷ ୧୪ ହଜାର ୭୦୭ ଜଣ ଯୋଗ୍ୟ ଘୋଷିତ ହୋଇଛନ୍ତି ।

ଏନେଇ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ ।

Get real time updates directly on you device, subscribe now.