ଦେଶରେ ୨୪ ଘଣ୍ଟାରେ ୧୦୮ ମୃତ, ୧୮ ହଜାର ଆକ୍ରାନ୍ତ

COVID-19 Updates
  • World 144,259,844
    World
    Confirmed: 144,259,844
    Active: 18,476,315
    Recovered: 122,717,459
    Death: 3,066,070
  • USA 32,576,020
    USA
    Confirmed: 32,576,020
    Active: 6,847,185
    Recovered: 25,145,860
    Death: 582,975
  • India 15,924,732
    India
    Confirmed: 15,924,732
    Active: 2,290,689
    Recovered: 13,449,371
    Death: 184,672
  • Brazil 14,050,885
    Brazil
    Confirmed: 14,050,885
    Active: 1,110,666
    Recovered: 12,561,689
    Death: 378,530
  • Russia 4,727,125
    Russia
    Confirmed: 4,727,125
    Active: 267,546
    Recovered: 4,352,873
    Death: 106,706
  • Turkey 4,446,591
    Turkey
    Confirmed: 4,446,591
    Active: 565,274
    Recovered: 3,844,342
    Death: 36,975
  • UK 4,395,703
    UK
    Confirmed: 4,395,703
    Active: 101,642
    Recovered: 4,166,734
    Death: 127,327
  • Italy 3,904,899
    Italy
    Confirmed: 3,904,899
    Active: 475,635
    Recovered: 3,311,267
    Death: 117,997
  • Germany 3,208,672
    Germany
    Confirmed: 3,208,672
    Active: 303,190
    Recovered: 2,824,100
    Death: 81,382
  • Pakistan 772,381
    Pakistan
    Confirmed: 772,381
    Active: 83,162
    Recovered: 672,619
    Death: 16,600
  • China 90,541
    China
    Confirmed: 90,541
    Active: 305
    Recovered: 85,600
    Death: 4,636

ନୂଆଦିଲ୍ଲୀ, ୬ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୦୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୬୫୬କୁ ବୃଦ୍ଧି ପାଇଛି । ଦିନକରେ ୧୮ ହଜାର ୩୨୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୯୨ହଜାର ୮୮ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୦ ହଜାର ୩୦୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮ ଲକ୍ଷ ୫୪ ହଜାର ୧୨୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Comments are closed.