fbpx
BSKY
BJD MC SKY
BJD YOUTH SKY

ଓଡିଶାରେ ଆଜି ୧୦,୯୩୯ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୦ ହଜାର ୯୩୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୧୭୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୧୪,୩୮୦କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୧୦,୫୫୪ ଥିବା ବେଳେ ୬,୦୧,୨୨୪ ଜଣ ସୁସ୍ଥ ହୋଇଛନ୍ତି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୯୨୨, ଅନୁଗୁଳରୁ ୮୧୯, ଢେଙ୍କାନାଳରୁ ୭୬୩, ମୟୂରଭଞ୍ଜରୁ ୬୦୪, ସୁନ୍ଦରଗଡରୁ ୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.