fbpx

୧୫ ଡିଗ୍ରୀ ତଳେ ରାଜ୍ୟର ୧୧ ସହର

ଭୁବନେଶ୍ୱର,,୩୦/୧୧(ଓଡିଶା ଭାସ୍କର):ରାଜ୍ୟରେ ଶୀତର ପ୍ରକୋପ ଧୀରେ ଧୀରେ ବଢ଼ିବାରେ ଲାଗିଛି  । ୧୫ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୧ଟି ସହରର ତାପମାତ୍ରା।  ୯ ଡିଗ୍ରୀ ସହ ସୋନପୁର ରାଜ୍ୟର ସବୁଠୁ ଥଣ୍ଡା ସହର । ଦାରିଙ୍ଗବାଡି ୯.୫, ଅନୁଗୁଳ ୧୦.୬, ଫୁଲବାଣୀ ୧୧.୩, କେନ୍ଦୁଝର ୧୨, ବାରିପଦା ୧୨.୪, ଭବାନୀପାଟଣା ୧୨.୮, କୋରାପୁଟ ୧୩, ଝାରସୁଗୁଡା ୧୩.୨, ବଲାଙ୍ଗିର ୧୪, କଟକ ୧୪.୮, ଭୁବନେଶ୍ବର ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସ୍  ତାପମାତ୍ରା ରେକର୍ଡ କରାଯାଇଛି ।

Get real time updates directly on you device, subscribe now.