ଭୁବନେଶ୍ୱର, ୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଓ ଖୋର୍ଦ୍ଧା ଜିଲ୍ଳାରୁ ୨ଜଣ , ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform of the demise of eleven Covid positive patients while under treatment in hospitals.
1.A 57 year old male of Balasore district who was also suffering from Diabetes & Hypertension.
— H & FW Dept Odisha (@HFWOdisha) September 2, 2020
4.A 57 year old female of Bhubaneswar who was also suffering from Diabetes, Hypertension & Hypothyroidism.
5.A 63 year old female of Ganjam district.
6.A 35 year old male of Ganjam district.
7.A 56 year old male of Ganjam district who was also suffering from Hypertension
— H & FW Dept Odisha (@HFWOdisha) September 2, 2020
11.A 58 year old female of Sambalpur district.
— H & FW Dept Odisha (@HFWOdisha) September 2, 2020