fbpx

ରାଜ୍ୟରେ ଆଜି ୧୧ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୭୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କେନ୍ଦୁଝର, ଦେଓଗଡ଼, ନୂଆପଡା, କଟକ, କେନ୍ଦ୍ରାପଡା, ଅନୁଗୁଳ, ମାଲକାନଗିରିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.