fbpx
BSKY
BJD MC SKY
BJD YOUTH SKY

ଆସନ୍ତା ୨ ଘଣ୍ଟା ପାଇଁ ୧୧ ଜିଲ୍ଲା ସାବଧାନ୍!

ଭୁବନେଶ୍ୱର, ୯ ।୪(ଓଡିଶା ଭାସ୍କର): ରାଜ୍ୟରେ ବଜ୍ରପାତ ଓ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୧୧ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଆସନ୍ତା ୨ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ସେହି ୧୧ଟି ଜିଲ୍ଲା ଯଥା- ମାଲକାନଗିରି, କୋରାପୁଟ, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ନୟାଗଡ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁରକୁ ସତର୍କ ସୂଚନା ଦିଆଯାଇଛି । ଏହି ୧୧ଟି ଜିଲ୍ଲା ବ୍ୟତିତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.