fbpx
BJD
BJD SKY
BJD SKY

ଦେଶରେ ୨୪ ଘଣ୍ଟାରେ ୧୧୩ ମୃତ, ୧୬ ହଜାର ଆକ୍ରାନ୍ତ

BJD

ନୂଆଦିଲ୍ଲୀ, ୫ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୧୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୫୪୮କୁ ବୃଦ୍ଧି ପାଇଛି । ଦିନକରେ ୧୬ ହଜାର ୮୩୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୭୩ ହଜାର ୭୬୧ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା  ୧ ଲକ୍ଷ ୭୬ ହଜାର ୩୧୯ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮ ଲକ୍ଷ ୩୯ ହଜାର ୮୪୯ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.