ଭୁବନେଶ୍ୱର,୨୮।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୧୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୭ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୧ ହଜାର ୫୩୫ ହୋଇଥିବା ବେଳେ ଏବେ ବି ୧ ହଜାର ୨୮୬ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 27th January, 2021
New Positive Cases: 113
In quarantine: 67
Local contacts: 46(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 4
3. Bargarh: 8
4. Bhadrak: 3
5. Balangir: 6— I & PR Department, Odisha (@IPR_Odisha) January 28, 2021
18. Sambalpur: 18
19. Sundargarh: 17
20. State Pool: 2New recoveries: 108
Cumulative tested: 7635887
Positive: 334780
Recovered: 331535
Active cases: 1286— I & PR Department, Odisha (@IPR_Odisha) January 28, 2021