fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୧୧୮ ପଜିଟିଭ୍

ଭୁବନେଶ୍ୱର, ୨ ।୮(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି, ଯେଉଁଥରୁ ବାଦ୍ ପଡିନି ଭୁବନେଶ୍ୱର । ଆଜି ପୁଣି ରାଜଧାନୀରୁ ୧୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୪୯ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୧୨୫ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୯କୁ ବୃଦ୍ଧି ପାଇଛି । ୧୬୯୧ ଜଣ ସୁସ୍ଥ ହୋଇଥିବା ବେଳେ ୧୨୬୮ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୮ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.