ଭୁବନେଶ୍ୱର, ୧୨ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକରୁ ୩, ଭୁବନେଶ୍ୱରରୁ ୨, ବଲାଙ୍ଗୀର, ଜୟପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ଼, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of eleven #COVID19 positive patients while under treatment in hospitals.
1. A 30-year old male of Bhubaneswar who was also suffering from Diabetes, Hypertension.
2. An 82-year old male of Bhubaneswar.
— H & FW Dept Odisha (@HFWOdisha) September 12, 2020
5. An 88-year old male of Cuttack district who was also suffering from Diabetes & hypertension.
6. A 45-year old male of Cuttack district who was also suffering from Diabetes & Hypertension.
— H & FW Dept Odisha (@HFWOdisha) September 12, 2020
10.A 56-year old male of Nayagarh district who was also suffering from Diabetes.
11. A 63-year old male of Rayagada district who was also suffering from Diabetes.
— H & FW Dept Odisha (@HFWOdisha) September 12, 2020