fbpx
BSKY
BJD MC SKY
BJD YOUTH SKY

ରାଜ୍ୟରେ ଆଜି ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୪ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୪୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୬୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ମାଲକାନଗିରି ଓ ମୟୁରଭଞ୍ଜରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରରୁ ୨, ଝାରସୁଗୁଡା, ଯାଜପୁର, କେନ୍ଦୁଝର, ରାୟଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.