ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୬ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୨୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୦୨ ଓ ସ୍ଥାନୀୟ ଅଞ୍ଚଳରୁ ୫୦୬ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୪ ହଜାର ୭୩୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୫ ହଜାର ୩୭୦ ରହିଥିବା ବେଳେ ୧୩ ହଜାର ୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 5th August
New Positive Cases: 1208
In quarantine: 702
Local contacts: 506(Details of local contacts will be shared by concerned Dist Administration)
District Wise Cases:
1. Angul: 55
2. Balasore: 63
3. Bargarh: 5
4. Bhadrak: 22
5. Balangir: 5— I & PR Department, Odisha (@IPR_Odisha) August 6, 2021
22. Nawarangpur: 4
23. Nayagarh: 25
24. Nuapada: 2
25. Puri: 58
26. Rayagada: 8
27. Sambalpur: 24
28. Sonepur: 3
29. Sundargarh: 20
30. State Pool: 84New recoveries: 1652
Cumulative tested: 16424645
Positive: 984731
Recovered: 965370
Active cases: 13006— I & PR Department, Odisha (@IPR_Odisha) August 6, 2021