ଭୁବନେଶ୍ୱର,୧୯।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୧୨୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୨ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୫୬୬ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୯ ହଜାର ୮୦୧ ହୋଇଥିବା ବେଳେ ଏବେ ବି ୧ ହଜାର ୮୧୦ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 18th January, 2021
New Positive Cases: 122
In quarantine: 72
Local contacts: 50(Details of local contacts will be shared by concerned District Administration)
District Wise Cases:
1. Angul: 10
2. Balasore: 1
3. Bargarh: 6
4. Bhadrak: 5
5. Balangir: 2— I & PR Department, Odisha (@IPR_Odisha) January 19, 2021
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୧୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୦୨ କୁ ବୃଦ୍ଧି ପାଇଛି । ଆଜି ବରଗଡ଼ରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
15. Puri: 17
16. Sambalpur: 23
17. Sonepur: 2
18. Sundargarh: 26
19. State Pool: 1New recoveries: 255
Cumulative tested: 7426091
Positive: 333566
Recovered: 329801
Active cases: 1810— I & PR Department, Odisha (@IPR_Odisha) January 19, 2021