fbpx
BJD
BJD SKY
BJD SKY

ରାଜ୍ୟରେ ଆଜି ୧୨୨୦ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୧।୧୧(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୨୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୧୭ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫,୦୦୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୧୯, କଟକରୁ ୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.