ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୮ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୨୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୧୮ ଓ ସ୍ଥାନୀୟ ଅଞ୍ଚଳରୁ ୫୨୫ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୮ ହଜାର ୪୫୩ ରହିଥିବା ବେଳେ ୧୨ ହଜାର ୧୨୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 7th August
New Positive Cases: 1243
In quarantine: 718
Local contacts: 525(Details of local contacts will be shared by concerned Dist Administration)
District Wise Cases:
1. Angul: 53
2. Balasore: 49
3. Bargarh: 9
4. Bhadrak: 22
5. Balangir: 6— I & PR Department, Odisha (@IPR_Odisha) August 8, 2021
22. Nawarangpur: 2
23. Nayagarh: 56
24. Nuapada: 2
25. Puri: 69
26. Rayagada: 13
27. Sambalpur: 10
28. Sonepur: 5
29. Sundargarh: 14
30. State Pool: 84New recoveries: 1525
Cumulative tested: 16560842
Positive: 987070
Recovered: 968453
Active cases: 12129— I & PR Department, Odisha (@IPR_Odisha) August 8, 2021