ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୪ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୩୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୬୨ ଓ ସ୍ଥାନୀୟ ଅଞ୍ଚଳରୁ ୫୫୩ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୨ ହଜାର ୮୮ ରହିଥିବା ବେଳେ ୧୩ ହଜାର ୮୭୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 3rd August
New Positive Cases: 1315
In quarantine: 762
Local contacts: 553(Details of local contacts will be shared by concerned Dist Administration)
District Wise Cases:
1. Angul: 52
2. Balasore: 43
3. Bargarh: 2
4. Bhadrak: 49
5. Balangir: 4— I & PR Department, Odisha (@IPR_Odisha) August 4, 2021
22. Nawarangpur: 4
23. Nayagarh: 25
24. Nuapada: 6
25. Puri: 67
26. Rayagada: 12
27. Sambalpur: 23
28. Sonepur: 8
29. Sundargarh: 16
30. State Pool: 84New recoveries: 1702
Cumulative tested: 16289130
Positive: 982181
Recovered: 962088
Active cases: 13872— I & PR Department, Odisha (@IPR_Odisha) August 4, 2021