fbpx

ଖୁସି ଖବର:ରାଜ୍ୟରେ ୩ଲକ୍ଷ ସୁସ୍ଥ ସଂଖ୍ୟା, ଆଜି ୧୩୧୫ ଆକ୍ରାନ୍ତ ସୁସ୍ଥ,କେଉଁଠୁ କେତେ?

ଭୁବନେଶ୍ୱର,୧୭।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୦୦,୪୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୧୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

 

Get real time updates directly on you device, subscribe now.