ଭୁବନେଶ୍ୱର, ୧୧ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୧୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୦୮ ଓ ସ୍ଥାନୀୟ ଅଞ୍ଚଳରୁ ୫୭୧ ଜଣ ଚିହ୍ନଟ ହୋଇଛନ୍ତି ।
Covid-19 Report For 10th April
New Positive Cases: 1379
In quarantine: 808
Local contacts: 571(Details of local contacts will be shared by concerned District Administration)
District Wise Cases:
1. Angul: 27
2. Balasore: 33
3. Bargarh: 68
4. Bhadrak: 36
5. Balangir: 54— I & PR Department, Odisha (@IPR_Odisha) April 11, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୫୬୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୯ ହଜାର ୬୦୩ ରହିଥିବା ବେଳେ ୭୯୭୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Mayurbhanj: 49
23. Nawarangpur: 71
24. Nayagarh: 18
25. Nuapada: 90
26. Puri: 43
27. Rayagada: 25
28. Sambalpur: 86
29. Sonepur: 14
30. Sundargarh: 317
31. State Pool: 35New recoveries: 403
Cumulative tested: 9370359
Positive: 349561
Recovered: 339603
Active cases: 7979— I & PR Department, Odisha (@IPR_Odisha) April 11, 2021