fbpx

ଖୁସି ଖବର: ରାଜ୍ୟରେ ଆଜି ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୩/୮ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୭୯୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଗଂଜାମରୁ ୨୫୫, ଖୋର୍ଦ୍ଧା ରୁ ୨୨୮, ଗଜପତିରୁ ୧୩୯, ବଲାଙ୍ଗୀର ରୁ ୧୦୦, ସମ୍ବଲପୁର ରୁ ୯୫ କ ରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.