fbpx

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧/୫(ଓଡିଶା ଭାସ୍କର): ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଛି । ୧୪ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ ୧୨ , କେନ୍ଦ୍ରାପଡ଼ାରେ ଜଣେ ଓ ସୁନ୍ଦରଗଡ଼ରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୩୨୦ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.