fbpx

ଚଳିତ ବର୍ଷ ୨୦୨୪-୨୫ ପାଇଁ ୧୫ ପ୍ରତିଶତ ବଜେଟ ପରିମାଣ ବୃଦ୍ଧି

ଭୁବନେଶ୍ୱର: ବଜେଟ ଅଭିଭାଷଣ ଆରମ୍ଭରୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିକଶିତ ଭାରତ ଗଠନ ପାଇଁ ବିକଶିତ ଓଡିଶା ଗଠନ କରିବା ଜରୁରୀ ଅଟେ। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି । ପୂର୍ବଥର ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟ ପରିମାଣକୁ ୧୫% ବୃଦ୍ଧି କରାଯାଇଛି। ୨୦୨୪-୨୫ ଚଳିତ ବର୍ଷ ପାଇଁ ଆର୍ଥିକ ନିମନ୍ତେ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି।

Get real time updates directly on you device, subscribe now.