fbpx

କ୍ୱାରେଣ୍ଟାଇନରୁ ଚମ୍ପଟ ମାରିଲେ ୧୫୦ ସୁରତ ଫେରନ୍ତା

ଗଞ୍ଜାମ,୩ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତ ବଢିଚାଲିଥିବା ବେଳେ ଗଞ୍ଜାମ ଜିଲ୍ଲାର କ୍ୱାରେଣ୍ଟାଇନ ସେଣ୍ଟରରୁ ଚମ୍ପଟ ମାରିଛନ୍ତି ସୁରତ ଫେରନ୍ତା । ୨ଟି ସ୍କୁଲରେ କ୍ୱାରେଣ୍ଟାଇନରେ ଥିବା ୧୫୦ରୁ ଅଧିକ ଜଣ ଚମ୍ପଟ ମାରିଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ୫୦ରୁ ଅଧିକ ଲୋକଙ୍କୁ କାବୁ କରିଛି ପୋଲିସ । ତେବେ ସେଣ୍ଟରରେ ଆନୁସଙ୍ଗିକ ବ୍ୟବସ୍ଥା ନଥିବାରୁ ସେମାନେ ପଳାଇଥିବା ଅଭିଯୋଗ ହୋଇଛି । ବେଗୁନିଆପଡା ଜନତା ହାଇସ୍କୁଲ ଓ ରାଗପୁର ଆଦର୍ଶ ବିଦ୍ୟାଳୟରୁ ସୁରତ ଫେରନ୍ତା ଚମ୍ପଟ ମାରିଥିବା ସୂଚନା ମିଳିଛି ।

Get real time updates directly on you device, subscribe now.