-
World 144,256,488
WorldConfirmed: 144,256,488Active: 18,473,352Recovered: 122,717,092Death: 3,066,044 -
USA 32,576,020
USAConfirmed: 32,576,020Active: 6,847,185Recovered: 25,145,860Death: 582,975 -
India 15,924,732
IndiaConfirmed: 15,924,732Active: 2,290,689Recovered: 13,449,371Death: 184,672 -
Brazil 14,050,885
BrazilConfirmed: 14,050,885Active: 1,110,666Recovered: 12,561,689Death: 378,530 -
Russia 4,727,125
RussiaConfirmed: 4,727,125Active: 267,546Recovered: 4,352,873Death: 106,706 -
Turkey 4,446,591
TurkeyConfirmed: 4,446,591Active: 565,274Recovered: 3,844,342Death: 36,975 -
UK 4,395,703
UKConfirmed: 4,395,703Active: 101,642Recovered: 4,166,734Death: 127,327 -
Italy 3,904,899
ItalyConfirmed: 3,904,899Active: 475,635Recovered: 3,311,267Death: 117,997 -
Germany 3,208,672
GermanyConfirmed: 3,208,672Active: 303,190Recovered: 2,824,100Death: 81,382 -
Pakistan 772,381
PakistanConfirmed: 772,381Active: 83,162Recovered: 672,619Death: 16,600 -
China 90,541
ChinaConfirmed: 90,541Active: 305Recovered: 85,600Death: 4,636
ବାଲେଶ୍ୱର, ୬ା୩ (ଓଡିଶା ଭାସ୍କର): ବାଲେଶ୍ୱର ଜିଲ୍ଲାର ବସ୍ତା ବ୍ଲକ ଅନ୍ତର୍ଗତ ଗିଲାଯୋଡ଼ି ଗାଁରେ ଏକ ଅଘଟଣ ଘଟିଛି । ଗ୍ରାମର ଜେନାସାହିରେ ପୂଜା ଭୋଗ ଖାଇ ୧୫୦ ଜଣ ଅସୁସ୍ଥ ହୋଇଛନ୍ତି । ସମସ୍ତ ଅସୁସ୍ଥଙ୍କୁ ବାଲେଶ୍ୱର, ପାଉଁଶକୁଲି ଓ ବସ୍ତା ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ରହିଥିବା ଜଣାପଡ଼ିଛି ।
ସୂଚନା ଅନୁଯାୟୀ, ଜେନାସାହିରେ ମା’ ଭଗବତୀ ଠାକୁରାଣୀଙ୍କ ପୂଜା ଅନୁଷ୍ଠିତ ହୋଇଥିଲା । ମା’ଙ୍କ ପ୍ରସାଦ ସେବନ କରିବାର ୩-୪ ଘଣ୍ଟା ପରେ ଅଧିକାଂଶ ଝାଡ଼ବାନ୍ତିର ଶିକାର ହୋଇଥିଲେ । ଅସୁସ୍ଥଙ୍କ ମଧ୍ୟରୁ ୭୦ ଜଣ ଛୋଟ ପିଲା ଅସୁସ୍ଥ ଥିବା ଜଣାପଡ଼ିଛି । ଅସୁସ୍ଥଙ୍କୁ ୧୦ଟି ଆମ୍ବୁଲାନ୍ସରେ ମେଡିକାଲକୁ ପଠାଯାଇଥିଲା । ଫୁଡ୍ ପଏଜନିଂ କାରଣରୁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି ।
Comments are closed.