ଭୁବନେଶ୍ୱର,୨୮।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୫୪୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୬ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫,୪୮୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 27th October
New Positives Cases 1540
In quarantine: 886
Local contacts: 654(Details of local contacts will be shared by concerned District Administration)
District Wise Cases:
1. Angul: 100
2. Balasore: 92
3. Bargarh: 41
4. Bhadrak: 9
5. Balangir: 67— I & PR Department, Odisha (@IPR_Odisha) October 28, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୮, ସୁନ୍ଦରଗଡ଼ରୁ ୧୧୧, ଅନୁଗୁଳରୁ ୧୦୦ ଓ କଟକରୁ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
22. Mayurbhanj: 91
23. Nawarangpur: 43
24. Nayagarh: 33
25. Nuapada: 51
26. Puri: 49
27. Rayagada: 10
28. Sambalpur: 32
29. Sonepur: 29
30. Sundargarh: 111
31. State Pool: 36New Recoveries: 2010
Cumulative Tested: 4422164
Positive: 285482
Recovered: 268115
Active cases: 16030— I & PR Department, Odisha (@IPR_Odisha) October 28, 2020