fbpx
BJD
BJD SKY
BJD SKY

ଭୁବନେଶ୍ୱରରେ ଆଉ ୧୬ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର, ୫ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୬ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି ।ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.