fbpx

ରାଜ୍ୟର ୩୦ ଜିଲ୍ଲାରୁ ୧୬୧୭ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୨୯।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୧୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୪୧ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୭୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୭,୦୯୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୨ ଓ କଟକରୁ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.