fbpx

କଟକ ସହରରୁ ଆଜି ୧୬୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୯ା୮(ଓଡ଼ିଶା ଭାସ୍କର): ଆଜି କଟକ ଜିଲ୍ଲାରୁ ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କଟକ ସହରରୁ ୧୬୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୬୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା କଟକ ସହରରେ ୨୬୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬୪୭ଜଣ ସୁସ୍ଥ ହୋଇଛନ୍ତି ଓ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ବି ୧୦୧୮ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.