fbpx

ରାଜ୍ୟର ୩୦ ଜିଲ୍ଲାରୁ ୧୬୩୩ ପଜିଟିଭ ଚିହ୍ନଟ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରୁ କେତେ ?

ଭୁବନେଶ୍ୱର,୨୫।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୬୩୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୫୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୮ , କଟକରୁ ୧୩୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.