fbpx

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୬ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୬/୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି  ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪, ପୁରୀରୁ ୩, କୋରାପୁଟରୁ ୩, ବାଲେଶ୍ୱର, ବଲାଙ୍ଗୀର, କଟକ, ଜଗତସିଂହପୁର, ଯାଜପୁର, ମୟୁରଭଞ୍ଜରୁ ଜଣେ  ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.