ଭୁବନେଶ୍ୱର,୨୩ ।୧୦(ଓଡିଶା ଭାସ୍କର): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୭୯୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୩୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୭୭,୮୮୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 21st October
New Positives Cases: 1793
In quarantine: 1031
Local contacts: 762(Details of local contacts will be shared by concerned District Administration)
District Wise Cases:
1. Angul: 107
2. Balasore: 40
3. Bargarh: 61
4. Bhadrak: 68
5. Balangir: 76— I & PR Department, Odisha (@IPR_Odisha) October 23, 2020
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଓ କଟକରୁ ୧୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
22. Mayurbhanj: 104
23. Nawarangpur: 65
24. Nayagarh: 34
25. Nuapada: 84
26. Puri: 82
27. Rayagada: 14
28. Sambalpur: 40
29. Sonepur: 8
30. Sundargarh: 99
31. State Pool: 44New recoveries: 2128
Cumulative tested: 4240241
Positive: 277887
Recovered: 257041
Active cases: 19579— I & PR Department, Odisha (@IPR_Odisha) October 23, 2020